latest

Date: January 11, 2020

Total 4 Posts

ଓଡ଼ିଶାର ଅଂଶୁମାନ ଆଇଇଏସ୍‌ ଟପ୍ପର

ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍‌ ସର୍ଭିସ୍‌ (ଆଇଇଏସ୍‌) ଟପ୍ପର। ଆଇଇଏସ୍‌ ୨୦୧୯ ପରୀକ୍ଷାରେ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି।ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ

‘ ମଲା ପରେ ମୋ ଶବକୁ ଗୀତ ଗାଇ ମଶାଣି ନେଲେ ମୁଁ ଖୁସି ହେବି, ପଦ୍ମନାଭ

ସଙ୍ଗୀତ ହେଉଛି ମୋ ଜୀବନ। ସଙ୍ଗୀତରୁ ମୁଁ ମୋ ଜୀବନ ଆରମ୍ଭ କରିଛି। ମୋ ମୃତ୍ୟୁ ପରେ ମୋତେ ମଶାଣିକୁ ନେଲା ବେଳେ ଯଦି ଗୀତ ଗାଇ ଗାଇ ନିଆଯାଏ, ତାହାହେଲେ ମୁଁ ଅଧିକ ଖୁସି ହେବି। ଏ କଥା କହିଛନ୍ତି

ଧନୁଯାତ୍ରା : ମଞ୍ଚରୁ ପଡି କଂସ ମଲା !

 ମଥୁରା ନଗରୀରେ ଧର୍ମର ବିଜୟ ହୋଇଛି। ମହାରାଜା କଂସଙ୍କ ବଧ ସହ ଶେଷ ହୋଇଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ୧୧ ଦିନ ଧରି ଚାଲିଥିବା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଅନ୍ତିମ ଦିନରେ ଗତକାଲି ମଞ୍ଚସ୍ଥ ହୋଇଥିଲା କଂସବଧ। ଅନ୍ୟ ଦିନ

ପାରଳା: କଲ୍ୟାଣୀ ଗଜପତିଙ୍କ ଶାସନ ଆରମ୍ଭ

ପାରଳାରେ ମହାଦେଈ କଲ୍ୟାଣୀ ଗଜପତିଙ୍କ ଶାସନ ଆରମ୍ଭ ହୋଇଛି। ପାରଳା ମହାରାଜ ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକ ପରେ ରାଜ ପରିବାର ରୀତିନୀତି ଅନୁଯାୟୀ ସିଂହାସନ ଆରୋହଣ କରିଛନ୍ତି ତାଙ୍କ କନ୍ୟା କଲ୍ୟାଣୀ ଗଜପତି। ବିଧିବଦ୍ଧ ଭାବେ ରାଜ ପୁରୋହିତ କଲ୍ୟାଣୀ