latest

Date: January 20, 2020

Total 12 Posts

ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ:   ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ମିଥୁନ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।