latest

ବ୍ୟାଡ଼ମିଣ୍ଟନରୁ ରାଜନିତୀ, ସାଇନା ଧରିଲେ ପଦ୍ମ

Spread the love

ବ୍ୟାଡ଼ମିଣ୍ଟନ ଖେଳାଳୀ ସାଇନା ନେହୱାଲ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ସେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଦଳ ପାଇଁ ପ୍ରଚାର  କରିବେ । ବିଜେପି ମୁଖ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ସାଇନା ନେହୱାଲ ବିଜେପିରେ ସାମିଲ ହୋଇଛନ୍ତି । ହରିୟାଣାରେ ରହୁଥିବା ବେଡ଼ମିଣ୍ଟନ ଖେଳାଳୀ ସାଇନା ନେହୱାଲ ଦିଲ୍ଲୀ ବିଧାନସଭା ନିର୍ବାଚନ ସମୟରେ ବିଜେପି ପାଇଁ ପ୍ରଚାର ମଧ୍ୟ କରିବେ । ସେ ପ୍ରଥମ ଭାରତୀୟ ମହିଳା ବ୍ୟାଡ଼ମିଣ୍ଟନ ଖେଳାଳି ଭାବେ ଅଲମ୍ପିକ୍ସରେ ମଧ୍ୟ ଜିତିଛନ୍ତି । ସାଇନାଙ୍କ ଭଉଣୀ ଚନ୍ଦ୍ରାଂଶୁ ନେହୱାଲ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

Tags: