Date: February 19, 2020

Total 2 Posts

ଆଜିଠୁ ମାଟ୍ରିକ ପରୀକ୍ଷା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜିଠାରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଟ୍ୱିଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପିଲାମାନଙ୍କ ଉଜ୍ଜ୍ଵଳ