latest

Date: March 11, 2020

Total 11 Posts

କମିଲା ପେଟ୍ରୋଲ ଓ ଡିଜେଲ ଦର

ପ୍ରଥମେ କରୋନା ପ୍ରଭାବ ଓ ତା’ପରେ ସାଉଦି ଆରବ ଅଶୋଧିତ ତେଲର ଦାମ କମାଇବା ପରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଛି। ଯାହାର ଲାଭ ଏବେ ଭାରତୀୟ ଉପଭୋକ୍ତାଙ୍କୁ ମିଳିଛି। ବୁଧବାର ପେଟ୍ରୋଲ ଲିଟର ପିଛା ଦର ୨.୬୯

ବିଜେପିରେ ମିଶିଲେ ସିନ୍ଧିଆ

କଂଗ୍ରେସ ସହିତ ୧୮ ବର୍ଷର ସମ୍ପର୍କ ତୁଟାଇ ଇସ୍ତଫା ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ବିଜେପିରେ ସାମିଲ୍ ହୋଇଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ବିଜେପି ସଭାପତି ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପସଭାପତି ବୈଜୟନ୍ତ ପଣ୍ଡା, ମଧ୍ୟପ୍ରଦେଶ ବିଜେପି

ମହିଳାଙ୍କୁ ରାସ୍ତାରେ ଗୋଡ଼ାଇ ପିଟିଲେ ୫ ଦୁର୍ବୃତ୍ତ

ଏକୁଟିଆ ଥିବା ମହିଳାଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ପିଟିଲେ। ଏପରିକି ବିଧା, ଗୋଇଠା, ମାରି ତଳେ ପକାଇ ଦେବା ପରେ ବି ମନ ଶାନ୍ତି ହୋଇ ନ ଥିଲା। ପ୍ରାୟ ୫ରୁ ଅଧିକ ଦୁର୍ବୃତ୍ତ ଦିନ ଦ୍ୱିପ୍ରହରରେ ରାସ୍ତା ଉପରେ ଏପରି

ବିଧାନସଭାରେ ବାୟୋମେଟ୍ରିକ୍ ଉପସ୍ଥାନ ମନା

କରୋନାକୁ ନେଇ ସବୁଠି ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। କରୋନା ପ୍ରତିଷେଧକ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ଯ୍ୟାଳୟ ପରିଷ୍କାର ରଖିବା ସହ ଟେବୁଲ, କମ୍ପ୍ୟୁଟର,

୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଏହା ଏକ ଗୁପ୍ତ ସେବା ଓ ପ୍ରାୟ ୪ ଘଣ୍ଟାର ନୀତି ହୋଇଥିବା କାରଣରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ

ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କଲେ

ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ସେମାନେ

ଚାହା ପତି ବଦଳରେ ପକାଇ ଦେଲେ କୀଟନାଶକ, ୧୫ ଗୁରୁତର

ଚାହା ପ୍ରସ୍ତୁତ ବେଳେ ଅଜାଣତରେ ସେଥିରେ ଚାହା ପତି ବଦଳରେ ପଡ଼ିଗଲା କୀଟନାଶକ। ଏହି ବିଷାକ୍ତ ଚାହା ପିଇ ୧୫ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ ରଣସିଂହ ଗାଁରେ ଏଭଳି ଅଘଟଣ ଘଟିଛି। ସେମାନଙ୍କ ମଧ୍ୟରୁ ୧୧ଜଣଙ୍କ

ଆଜିଠାରୁ ବିଧାସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଆଜିଠାରୁ ବିଧାସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । ଦ୍ବିତୀୟ ଅଧିବେଶନ ମାର୍ଚ୍ଚ ୧୧ ତାରିଖରୁ ଏପ୍ରିଲ୍‌ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ଲାଗି ଉଭୟ ଶାସକ ଓ ବିରୋଧୀ ପ୍ରସ୍ତୁତ ଥିବା ସୂଚନା ମିଳିଛି । ଆଜି ଗୃହରେ

ଆଜି ବିଜେପିରେ ସାମିଲ ହେବେ ସିନ୍ଧିଆ

ଆଜି ବିଜେପିରେ ସାମିଲ ହେବେ ସିନ୍ଧିଆ । ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ଦେବା ପରେ ଆଜି ଭାରତୀୟ ଜନତା ପାର୍ଟିରେ ସାମିଲ ହେବ । ଆଜି ଦ୍ୱିପ୍ରହରରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି

ଓଲଟିଲା ବସ୍‌, ୨୫ ଆହତ

ପୁରୀରୁ ଛତିଶଗଡ଼ ଅଭିମୁଖେ ଯାଉଥିବା ଏକ ତୀର୍ଥଯାତ୍ରୀ ବସ୍‌ ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଡିମିରିଝରିରେ ଓଲଟି ପଡ଼ିବାରୁ ୨୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ

ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ

ମେଷ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବୃଷ: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ