latest

Date: March 19, 2020

Total 11 Posts

ନିର୍ଭୟା: ଦୋଷୀଙ୍କ ରାତି ଅଧିଆ ଆବେଦନକୁ ଖାରଜ କଲେ କୋର୍ଟ, ସକାଳ ୫.୩୦ରେ ଫାଶୀ

ଶୁକ୍ରବାର ସକାଳ ୫.୩୦ରେ ‘ନିର୍ଭୟା ଦୋଷୀ’ ଫାଶୀ ପାଇବା ନିଶ୍ଚିତ ହୋଇସାରିଛି। ଏହାର କିଛି ଘଣ୍ଟା ପୂର୍ବରୁ ହିଁ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଦୋଷୀଙ୍କ ଓକିଲ। ଫାଶୀ ଅଟକାଇବା ପାଇଁ ଦିଲ୍ଲୀର ପଟିଆଲା ହାଇକୋର୍ଟ ମନା କରିଦେବା ପରେ ଦୋଷୀଙ୍କ

ଓଡ଼ିଶାରେ ଦ୍ୱିତୀୟ ‘କରୋନା’ ରୋଗୀ ଚିହ୍ନଟ

ଓଡ଼ିଶାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ପରୀକ୍ଷା ହୋଇଥିବା ୧୪ ନମୁନାରୁ ଗୋଟିଏ ପଜିଟିଭ୍ ଥିବା ଜଣାପଡ଼ିଛି। ଭୁବନେଶ୍ୱର RMRCରେ ଆଜି ୧୪ଟି ନମୁନା ପରୀକ୍ଷା ହୋଇଥିଲା। ସଂକ୍ରମିତ ବ୍ୟକ୍ତି ଜଣଙ୍କ ବିଦେଶରୁ ଫେରିଥିବା ଜଣାପଡ଼ିଛି। କରୋନା ସଂକ୍ରମିତ

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ

ବଜ୍ରପାତରେ ସୁନ୍ଦରଗଡ଼ ଜିଲ୍ଲା ଧରୁଆଡ଼ିହି ଥାନା ଘଣ୍ଟିବୁଡ଼ ଗାଁରେ ଦୁଇ କେନ୍ଦୁପତ୍ର  ତୋଳାଳିଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି ଓ ଜଗତସିଂହପୁର ଜିଲ୍ଲାରେ ୨ ଜଣ ଲେଖାଏଁ ମୃତ୍ୟୁ ହୋଇଛି। ଆଜି ବଜ୍ରପାତ ଘଟି ମୋଟ ୬ ଜଣଙ୍କ ମୃତ୍ୟୁ ଘଟିଛି।

କାଲିଠୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

କରୋନା ନେଇ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ହୋଇଛି। କାଲିଠାରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ

କରୋନା ପାଇଁ ମ୍ୟାଟ୍ରିକ ପରୀକ୍ଷା ଖାତା ଦେଖା ସ୍ଥଗିତ

କରୋନା ହ୍ରାସ ନିମନ୍ତେ ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ଆଇଇସି ମୁଖ୍ୟ ତଥା ମୁଖପାତ୍ର ସୁବ୍ରତୋ ବାଗଚୀ ଏହି ସୂଚନା ଦେଇଛନ୍ତି। ଗୁରୁବାର ସାମ୍ବାଦିକ ସମ୍ମିଳନୀରେ ଡଃ ବାଗଚୀ କହିଛନ୍ତି

ପୋଖରୀରେ ଗାଧେଇବା ମନା, ସେଲୁନ୍ ଓ ବ୍ୟୁଟି ପାର୍ଲର ବନ୍ଦ

କରୋନା ଭାଇରସକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସେଲୁନ, ବ୍ୟୁଟି ପାର୍ଲର ଓ ସ୍ପାକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପୋଖରୀ ଅବା ଜଳାଶୟରେ ଗାଧେଇବାକୁ ମଧ୍ୟ ବାରଣ କରାଯାଇଛି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଗାଇଡଲାଇନ

ୟେସ୍‌ ବ୍ୟାଙ୍କରୁ ଏସବିଆଇ କୁ ଫେରିଲା ମହାପ୍ରଭୁଙ୍କ ଟଙ୍କା

ୟେସ୍‌ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଇ-ଟ୍ରାନ୍ସଫର ମାଧ୍ୟମରେ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କାକୁ ଏସବିଆଇ ପୁରୀ ମୁଖ୍ୟ ଶାଖାକୁ ଟ୍ରାନ୍ସଫର୍ କରିଛି ୟେସ୍ ବ୍ୟାଙ୍କ।  ଜମା ହୋଇଥିବା ୩୯୭ କୋଟି ୨୩ ଲକ୍ଷ ୨୭

କେରଳରୁ ଫେରିଥିବା ୯ ଦାଦନ ଶ୍ରମିକ କ୍ୱାରେଣ୍ଟାଇନରେ

କେରଳରୁ ଫେରିଥିବା ୯ ଦାଦନ ଶ୍ରମିକଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି। ରାୟଗଡାର ଏକ ଲଜ୍‌ରେ କେରଳରୁ ଫେରିଥିବା କିଛି ଦାଦନ ଶ୍ରମିକ ରହୁଥିବା ଖବର ପାଇ ଗତକାଲି ରାତିରେ ସ୍ୱତନ୍ତ୍ର କରୋନା ସ୍କାର୍ଡ ପକ୍ଷରୁ ଚଢଉ କରାଯାଇଥିଲା। ଦାଦନ ଶ୍ରମିକମାନେ କେରଳର କେଉଁ

ସଂଦିଗ୍ଧ ଚାହିଁଲେ ହୋଟେଲରେ ବି ହୋମ୍ କ୍ୱାରେଣ୍ଟାଇନରେ ରହିପାରିବେ

କରୋନା ମୁକାବିଲା ପାଇଁ ପ୍ରାଥମିକ ସ୍ତରରେ ସତର୍କତାମୂଳକ ପଦକ୍ଷେପ ଭାବେ ବିଦେଶରୁ ଫେରୁଥିବା ବ୍ୟକ୍ତିଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଉଛି। ଏହି ହୋମ୍ କ୍ୱାରେଣ୍ଟାଇନ ହେଉଛି ସଙ୍ଗରୋଧ ପଦ୍ଧତି। ତେବେ ଯିଏ ଘରେ ନରହି ସରକାରଙ୍କ ଦ୍ୱାରା କରାଯାଇଥିବା ସ୍ଥାନରେ ରହିବାକୁ

ପୁଲିସ୍‌ ଜିପ୍‌କୁ ଧକ୍କା ଦେଲା ଟ୍ରକ୍‌, ଜଣେ ମୃତ

ଢେଙ୍କାନାଳ ଟାଉନ୍ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଲେଜ ବାଇପାସ୍‌ ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ପୁଲିସ୍‌ ଜିପ୍‌ ଓ  ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ପୁଲିସ୍ କର୍ମଚାରୀଙ୍କ ମୃତ୍ୟୁ

ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ମିଥୁନ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ