latest

ପୁଣି ୩୦ କରୋନା ଆକ୍ରାନ୍ତ ସୁସ୍ଥ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୦୭କୁ ବୃଦ୍ଧି

Spread the News

ଆଜି ପୁଣି ୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୩୦ଜଣଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମର, ୫ ଜଣ କେନ୍ଦ୍ରାପଡ଼ାର, ୨ଜଣ ଭଦ୍ରକର, ୨ଜଣ ବାଲେଶ୍ୱର ଓ ନୟାଗଡ଼ରୁ ଜଣେ ଲେଖାଏଁ ଥିବା ଜଣାଯାଇଛି। ଏହାଫଳରେ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୬୬ ରହିଛି।

Tags: