Thursday, April 25, 2024
41.3 C
Odisha

    ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ । ବେଢ଼ା ପରିକ୍ରମା ପରେ ଲିଙ୍ଗରାଜ ମନ୍ଦିରର ଉପରକୁ ରାତି ୧୦ଟା ୧୭ ମିନିଟରେ ଉଠିଛି ମହାଦୀପ । ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ମନ୍ଦିର ପରିସର। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ ହୋଇପଡ଼ିଥିଲେ ଶ୍ରଦ୍ଧାଳୁ। ମହାଦୀପ ଦେଖିଲାପରେ ନିଜର ଉପବାସ ଭଙ୍ଗ କରିଥିଲେ ହଜାର ହଜାର ଶ୍ରଦ୍ଧାଳୁ । ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ନୀତି ଅନୁଷ୍ଠିତ ହୋଇଥିଲା। ଏହା ପରେ ମହାଦୀପ ଉଠିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    41.3 ° C
    41.3 °
    41.3 °
    13 %
    4.3kmh
    20 %
    Thu
    41 °
    Fri
    43 °
    Sat
    44 °
    Sun
    44 °
    Mon
    45 °

    ସମ୍ବନ୍ଧିତ