ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚି ଯାଇଛି।
Regret to inform of the demise of sixteen Covid positive patients while under treatment in hospitals.
— H & FW Dept Odisha (@HFWOdisha) October 6, 2020
1.A 57 year old male of Angul district who was also suffering from Diabetes, Hypertension.
2.A 32 year old male of Balasore district who was also suffering from Diabetes.
ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩, କଟକରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀରୁ ଜଣେ ଲେଖାଏଁ ଓ ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
Comments (0)