ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ

ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧ ରେ ପହଞ୍ଚି ଯାଇଛି।
Regret to inform the demise of thirteen #COVID19 positive patients while under treatment in hospitals.
— H & FW Dept Odisha (@HFWOdisha) October 21, 2020
1.A 53-year old female of Balasore district.
2.A 44-year old male of Bhubaneswar.
3.A 48-year old male of Puri district who was also suffering from Hypothyroidism, Diabetes.
ଆଜି ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ପୁରୀରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର, ନୂଆପଡା, ବାଲେଶ୍ୱର, ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Comments (0)