ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ

ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ

ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୫୨ରେ ପହଞ୍ଚି ଯାଇଛି।

Regret to inform the demise of seventeen #COVID19 positive patients while under treatment in hospitals.

1.A 70-year old male of Balangir district.

2.A 55-year old male of Balangir.https://t.co/jLhVCXz319 82-year old male of Jagatsinghpur district.

— H & FW Dept Odisha (@HFWOdisha) October 19, 2020