ଫୋନି ପ୍ରଭାବ: ‍ଗୋପାଳପୁରରେ ପ୍ରବଳ ବର୍ଷା ଓ ପବନ

Spread the News

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକଙ୍କ ସୂଚନା ଅନୁଯାୟୀ, ସବୁଠୁ ଅଧିକ ବର୍ଷା ହୋଇଛି ଗୋପାଳପୁରରେ। ଅନୁଯାୟୀ, ଏଠାରେ 160 ମିଲିମିଟର ବର୍ଷା ହୋଇଥିବା ବେଳେ ଘଣ୍ଟାପ୍ରତି 105 କିଲୋମିଟର ବେଗରେ ପବନ ବହୁଛି।

‘ଫୋନି’ ପୁରୀରେ ଲ୍ୟାଣ୍ଡଫଲ୍ କରିବାକୁ ଥିବା ବେଳେ ଏଠାରେ ମଧ୍ୟ ବର୍ଷା ଜାରି ରହିଛି। ଏଯାବତ୍ ଏଠାରେ 100 ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଏଠାରେ ପବନର ବେଗ ଘଣ୍ଟାପ୍ରତି 70 କିମି ରହିଛି। ପୁରୀରେ ଲ୍ୟାଣ୍ଡଫଲ୍ କରିବ ସାମୁଦ୍ରିକ ଝଡ଼ ‘ଫୋନି’। ସକାଳ ପ୍ରାୟ ସାଢ଼େ 8 ଟା ବେଳକୁ ଏହା ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଥିବା ବେଳେ ଏହାର ପ୍ରଭାବରେ ଗତକାଲିଠାରୁ ଅନେକ ସ୍ଥାନରେ ବର୍ଷା ଲାଗି ରହିଛି।

Tags: