ପୁଣି ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

Spread the News

ରାଜ୍ୟରେ ଆଜି ପୁଣି ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୩୧, ଗଞ୍ଜାମ ଜିଲ୍ଲାରୁ ୧୩, ପୁରୀରୁ ୪, ଭଦ୍ରକରୁ ୬ , ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜ ଓ ନୟାଗଡରୁ ୨ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଓ କଟକ ଜିଲ୍ଲାରୁ ୬ ଜଣ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି।

Tags: