Date: July 7, 2020

Total 53 Posts

ରାଜ୍ୟ ସରକାରଙ୍କ ପଦକ୍ଷେପ: ୨ ବର୍ଷ ଯାଏ ନାହିଁ ଚାକିରି

କରୋନା ସଂକଟ ଦୃଷ୍ଟିରୁ ୨ ବର୍ଷ ଯାଏଁ ନୂଆ ଚାକିରି ସୃଷ୍ଟି ହେବ ନାହିଁ। କରୋନା ଯୋଗୁଁ ଆର୍ଥିକ ସଂକଟ ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପଦକ୍ଷେପ। ଏନେଇ ସବୁ ବିଭାଗକୁ ପ୍ରମୁଖ ସଚିବ ଅଶୋକ ମୀନା ଚିଠି ଲେଖିଛନ୍ତି। କରୋନା ସଂକଟ

ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାର ମନା

ପୁରୀ ଜିଲ୍ଲା ବାହାର ଲୋକଙ୍କୁ ମନା ହେଲା ସ୍ୱର୍ଗଦ୍ୱାର । କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜି ଏଭଳି ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ । ଏଣିକି କେବଳ ପୁରୀ ଜିଲ୍ଲାବାସୀ ହିଁ ନିଜ ଆତ୍ମୀୟଙ୍କ ଶବସତ୍କାର ସ୍ୱର୍ଗଦ୍ୱାରକୁ ଯାଇ

ଚଳିତ ମାସରୁ ଭାରତରେ ଉପଲବ୍ଧ ହେବ କରୋନା ଔଷଧ

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଏବେ ଔଷଧ ନିର୍ମାତା କମ୍ପାନି ମାଇଲନ୍ ଏନଭି ଏକ ବଡ଼ ଘୋଷଣା କରିଛି । କରୋନା ରୋଗୀଙ୍କୁ ଆରୋଗ୍ୟ କରିବା ପାଇଁ ମାଇଲନ୍ ଏନଭି ରେମଡେସିବିରର ଏକ ଜେନେରିକ୍ ସଂସ୍କରଣ ବଜାରକୁ ଛାଡ଼ିବ

କମିଲା ସିବିଏସ୍‌ଇ ୩୦% ସିଲାବସ୍

କମିଲା ସିବିଏସ୍‌ଇ ସିଲାବସ୍ । ସିବିଏସ୍‌ଇ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପାଠ୍ୟକ୍ରମ ହ୍ରାସ କରାଯାଇଛି । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୩୦ ପ୍ରତିଶତ ପାଠ୍ୟକ୍ରମ କମାଇ ଦିଆଯିବ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ

ଓଏଏସ ଅଫିସର ସ୍ତରରେ ଅଦଳବଦଳ

ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ କମଳ ଲୋଚନ ମିଶ୍ରଙ୍କୁ ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ପ୍ଲାନ

ଖୁବଶୀଘ୍ର ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ କରାଯିବ । ଏହି ପ୍ଲାନରେ ମୋବାଇଲ ଭ୍ୟାନ ଯୋଗେ ବରିଷ୍ଠ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଦିଆଯିବ । ଏହାସହ ଅନ୍ୟ ୫ ପ୍ରକାରରେ ସେବା ଯୋଗାଇବା ପାଇଁ ଯୋଜନା ରଖାଯାଇଛି

ବାତିଲ ହେଲା ୩ଟି ସ୍ପେଶାଲ ଟ୍ରେନ୍ ଚଳାଚଳ

ରାଜ୍ୟରେ ହୁ ହୁ ବଢ଼ି ଚାଲିଛି କରୋନା । ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ଏହାକୁ ନଜରରେ ରଖି ପୂର୍ବତଟ ରେଲୱେ ତିନୋଟି ସ୍ପେଶାଲ ଟ୍ରେନ୍ ଚଳାଚଳ ବାତିଲ କରିଛି । ରାଜ୍ୟ ରାଜ୍ୟ ଭିତରେ ଚାଲୁଥିବା ତିନୋଟି ସ୍ୱତନ୍ତ୍ର

ଜୁଲାଇ ୯ରୁ ୧୩ ଯାଏଁ ଗଞ୍ଜାମର ସମସ୍ତ ସହରାଞ୍ଚଳରେ ସଟଡାଉନ୍‌

ଗଞ୍ଜାମ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ସଟଡାଉନ୍‌ ଘୋଷଣା କରାଯାଇଛି। ଜୁଲାଇ ୯ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଏନ୍‌ଏସି ଓ ୫ଟି ବ୍ଲକ୍‌ ହେଡ କ୍ୱାର୍ଟରରେ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହିତ ବ୍ରହ୍ମପୁର ମହାନଗର ସମେତ ସମସ୍ତ ସହରାଞ୍ଚଳ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୧୭ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି ୨୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୯୬, ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୁରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ ୭, ଯାଜପୁରରୁ ୬, ଅନୁଗୁଳରୁ ୫, କଟକରୁ

ଅତ୍ୟାବଶ୍ୟକ ସାମଗ୍ରୀ ସୂଚୀରୁ ବାଦ ପଡିଲା ଫେସ୍ ମାସ୍କ ଏବଂ ହ୍ୟାଣ୍ଡ ସାନିଟାଇଜର

ଭାରତ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ସୂଚୀରୁ ଫେସ୍ ମାସ୍କ ଏବଂ ସାନିଟାଇଜରକୁ ବାଦ ଦେଇଛନ୍ତି। ଦେଶରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବା ଦେଖି ଫେସ ମାସ୍କ ଏବଂ ସାନିଟାଇଜରର ଗୁରୁତ୍ୱକୁ ବିଚାରକୁ ନେଇ ସରକାର ମାର୍ଚ୍ଚ ମାସରେ ଏହି ଦୁଇଟି ଜିନିଷକୁ

ମାଓ ମୁକାବିଲା ନେଇ କନ୍ଧମାଳ ଏସପିଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ ଏସପିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କନ୍ଧମାଳରେ ମାଓବାଦୀଙ୍କ ସହ ସଫଳ ମୁକାବିଲା କରିଥିବାରୁ ପ୍ରଶଂସା କଲେ ନବୀନ । ତେବେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଏସପିଙ୍କ ସହ କଥା ହୋଇଛନ୍ତି । ଏହାସହ ଆଗକୁ