Month: August 2020

Total 749 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୫୩ ଜଣ କରୋନା ଆକ୍ରାନ୍ତ

ଆଜି ଗୋଟିଏ ଦିନରେ ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୪୦୫୩ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହା ରାଜ୍ୟ ପାଇଁ ଏକ ବଡ ଖୁସି ଖବର

ଅନଲକ ୪.୦ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର; ହଟିଲା ରାତ୍ରିକାଳିନ କର୍ଫ୍ୟୁ ଓ ସପ୍ତାହାନ୍ତ ସଟଡାଉନ

ଭୁବନେଶ୍ୱର : କେନ୍ଦ୍ର ସରକାର ଅନଲକ ୪.୦ ଲାଗି ଗାଇଡଲାଇନ ଜାରି କରିବାର ଦିନକ ପରେ ରାଜ୍ୟ ସରକାର ଅନଲକ ୪.୦ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ୫୦ କେଜି ଚାଉଳ ସହ ମିଳିବ ୫୦୦ ଟଙ୍କା

ବନ୍ୟା କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା । ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ପ୍ରତ୍ୟେକ ପରିବାରକୁ ୫୦ କେଜି ଚାଉଳ ସହ ମିଳିବ ୫୦୦ ଟଙ୍କା। ।ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପରେ ସହାୟତା ରାଶି

ଆଜି ଭୁବନେଶ୍ୱରରୁ ୪୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ ମୋଟ୍‌ ୪୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା  ୧୦,୪୨୫ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା  ୪୦୩୮ ରହିଛି ।

ମନ୍ତ୍ରୀ ଅରୁଣ ସାହୁଙ୍କୁ କରୋନା

ରାଜ୍ୟ କୃଷି, ପଶୁସଂପଦ, ମତ୍ସ୍ୟଚାଷ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ କରୋନା ସଂକ୍ରମିତ ହୋଇଛନ୍ତି । ଏ ସମ୍ପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି । ସଂକ୍ରମିତ ଜଣାପଡ଼ିବା ପରେ ସେ ଏବେ ଘରେ ଏକାନ୍ତବାସରେ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ୮୪ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଦୀର୍ଘ ଦିନ ହେବ ସେ କୋମାରେ ଥିଲେ । ନୂଆଦିଲ୍ଲୀ

ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଛନ୍ତି। ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଆଜି ବନ୍ୟାଞ୍ଚଳ ପରିଦର୍ଶନ କଲି। ବହୁ ଜିଲ୍ଲା ଜଳମଗ୍ନ ହୋଇଛି, ବହୁ ଗାଁ ବୁଡ଼ିଯାଇଛି, ଅନେକ ଘର

ହିତାଧିକାରୀ ପାଇବେ ୪ ମାସର ଅଗ୍ରୀମ ଭତ୍ତା

ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏକା ଥରକେ ୪ ମାସର ମଧୁବାବୁ ପେନ୍‌ସନ୍ ଟଙ୍କା ପାଇବେ ହିତାଧିକାରୀ । ଏନେଇ ଆଜି ସରକାର ନିଷ୍ପତ୍ତି ନେଇଛନ୍ତି । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳିନ ୪ ମାସର ଭତ୍ତା ।

ଟ୍ୱିନସିଟିରେ ଦୁର୍ଗାପୂଜାକୁ ମିଳିଲା ଅନୁମତି

ମଣ୍ଡପରେ ପୂଜା ପାଇବେ ମା’ । ଟ୍ୱିନସିଟିରେ ହେବ ଦୁର୍ଗାପୂଜା । ହେଲେ ୫ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ହେବନାହିଁ । ମଣ୍ଡପରେ ୧୦ରୁ ଅଧିକ ଲୋକ ରହିବେ ନାହିଁ । ଆଲୋକମାଳା ଜାକଜକମ ଓ ମାଇକ ବାଜିବ ମଧ୍ୟ

“ଆମ ସହର” ମୋବାଇଲ ଆପ୍ ଏବଂ “ସ୍ୱଚ୍ଛ ସହର ଓଡିଶା” ୱେବ୍ ଆପ୍ ଶୁଭାରମ୍ଭ

ଅଗଷ୍ଟ ୩୧ ତାରିଖ ହେଉଛି ସ୍ୱାୟତ ଶାସନ ଦିବସ । ଏହି ଦିବସ ପାଳନ ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ଉକ୍ତ ଏହି

ଆଜି ରାଜ୍ୟରେ ୨୬୦୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୨୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୬୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୧ ଆକ୍ରାନ୍ତ ଅଛନ୍ତି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌