Date: August 2, 2020

Total 36 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୬୮୧ କରୋନା ଆକ୍ରାନ୍ତ

ରାଜ୍ୟର ୨୭ଟି ଜିଲ୍ଲାରୁ ଆଜି ୬୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା

୨୧ ଯାଏଁ ହାଇକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି

କରୋନା ଭୂତାଣୁ ସଂକ୍ରମଣଜନିତ  ସ୍ଥିତିକୁ ଦୃଷ୍ଟିରେ ରଖି ପୂର୍ବଭଳି ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ କଟକଣା ମଧ୍ୟରେ ଖୋଲା ରହିବ। କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡ଼ିକର ୨୧ ଯାଏଁ ହାଇକୋର୍ଟରେ ଶୁଣାଣି ହୋଇପାରିବ। ଏ ନେଇ ହାଇକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ

ଆଜି କଟକରୁ ୫୫ କରୋନା ପଜିଟିଭ ଚିହ୍ନଟ

ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୫୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୪୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିଲା ବେଳେ ୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି

ସୁଶାନ୍ତଙ୍କ ପୂର୍ବତନ ସେକ୍ରେଟାରୀ ଦିଶା ସାଲିଆନଙ୍କ ଆତ୍ମହତ୍ୟା ମାମଲାର ଫୋଲଡର ଫାଇଲ ହୋଇଗଲା ଡିଲିଟ୍

ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ମୁମ୍ବାଇ ପୁଲିସର ବ୍ୟାପକ ଅବହେଳା ଦୃଷ୍ଟିଗୋଚର ହେବା ପରେ ବିହାର ପୁଲିସ ଏନେଇ ଖୋଳତାଡ଼ ଆରମ୍ଭ କରିଛି। ଏପରି କି, ମୁମ୍ବାଇ ପୁଲିସ ମାମଲାର ତଦନ୍ତ ପ୍ରକ୍ରିୟାରେ ଆଦୌ ସହଯୋଗ କରୁ

ରାମମନ୍ଦିର ଭୂମି ପୂଜନ କାର୍ଯ୍ୟକ୍ରମକୁ ଆସିବେ ନାହିଁ ଆଡଭାନୀ ଓ ଯୋଶୀ

ଅଗଷ୍ଟ ୫ରେ ପୂରଣ ହେବ ବହୁ ବର୍ଷର ସ୍ୱପ୍ନ । ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରିତ କରାଯାଇଛି। ଏଥିଲାଗି ପ୍ରସ୍ତୁତି ଏବେ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ଉତ୍ତର ପ୍ରଦେଶ ବିଜେପି ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହଙ୍କୁ କରୋନା

ଉତ୍ତର ପ୍ରଦେଶ ବିଜେପି ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହଙ୍କର ରବିବାର ଦିନ କରୋନା ରିପୋର୍ଟ ପଜିଟିଭ ଆସିଛି । ଟ୍ୱିଟ କରି ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସ୍ୱତନ୍ତ୍ର ଦେବଙ୍କ ମଧ୍ୟରେ ପ୍ରାଥମିକ କରୋନା ଲକ୍ଷଣ ପରିଲକ୍ଷିତ ହେବାପରେ

କଟକରେ ବୃଦ୍ଧି କରାଯିବ ଶଯ୍ୟା ସଂଖ୍ୟା

ସିଲଭର ସିଟିରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଗତ ୫ ଦିନ ମଧ୍ୟରେ କଟକରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଏହାର ମୁକାବିଲା ପାଇଁ କଟକରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ଏନେଇ ଆଜି ସାମ୍ବାଦିକ

ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ଜଣାପଡ଼ିବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । Concerned to know about the hospitalisation of Union Home

ଅଗଷ୍ଟ ୩ ରୁ ଆରମ୍ଭ ହେବ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା

ସୋମବାର ଠାରୁ ଆରମ୍ଭ ହେବ ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦) | ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଓ

ତାମିଲନାଡୁ ରାଜ୍ୟପାଳଙ୍କୁ କରୋନା

ତାମିଲନାଡୁ ରାଜ୍ୟପାଳ ବନୱାରୀଲାଲ୍‌ ପୁରୋହିତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ କରୋନା ସମ୍ପର୍କିତ ତାଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଇ ନାହିଁ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍‌ପିଟାଲ୍ ଦ୍ୱାରା ଜାରି ହୋଇଥିବା ମେଡିକାଲ୍‌ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ଆସିବା

୪ ବର୍ଷର ଶିଶୁ ପାଟିରେ ପଶିଗଲା ଲୁହା ରଡ୍‌

୪ ବର୍ଷର ଶିଶୁ ପାଟିରେ ପଶିଗଲା ଲୁହା ରଡ୍ । ଏଭଳି ଘଟଣା ଘଟିଛି ଗଂଜାମ ଜିଲ୍ଲା କେଶପୁର ନିକଟ ଖଣ୍ଡଦେଉଳି ଗାଁରେ । ପିଲାଟିର ଅବସ୍ଥା ଗୁରୁତର ରହିଛି । ତାକୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ