ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

Spread the News

ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି । ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ , ଖୋର୍ଦ୍ଧାରେ ୩ , ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Tags: