Date: August 9, 2020

Total 32 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୫୪୩ ଜଣ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ୧୫୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୩୧ ହଜାର ୭୮୪ରେ ପହଞ୍ଚିଛି।

କଟକ ଜିଲ୍ଲାର ଗ୍ରାମାଞ୍ଚଳ ଅପେକ୍ଷା ସହରରେ ସଂକ୍ରମଣ ମାତ୍ରା ଅଧିକ

ସହରରେ କିଭଳି ରହିଛି କରୋନା ସଂକ୍ରମଣ ସ୍ଥିତି। କଟକ ସହରରେ ଧୀରେ ଧୀରେ ସଂକ୍ରମଣ ବଢ଼ିବାରେ ଲାଗିଛି। କଟକ ଜିଲ୍ଲାର ଗ୍ରାମାଞ୍ଚଳ ଠାରେ ସହରରେ ଅଧିକ ମାତ୍ରାରେ ସଂକ୍ରମଣ ହୋଇଛି। କଟକ ସହରରେ କିଭଳି ରହିଛି ପରିସ୍ଥିତି। କେଉଁ ହସ୍ପିଟାଲ ରେ

ଓଡ଼ିଶା ମୋ ପରିବାର ଜୀବନବିନ୍ଦୁ ଆନୁକୁଲ୍ୟରେ ରାଜ୍ୟରେ ୩୦ଟି ଜିଲ୍ଲା ସଦରମହକୁମାରେ ସପ୍ତାହବ୍ୟାପୀ ରକ୍ତଦାନ ଶିବିର ଅଭିଯାନର ଶୁଭାରମ୍ଭ

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର ଜୀବନବିନ୍ଦୁ ଆନୁକୁଲ୍ୟରେ ରାଜ୍ୟର ସବୁ ଜିଲ୍ଲା ସଦର ମହକୁମାଠାରେ ସପ୍ତାହବ୍ୟାପୀ ରକ୍ତଦାନ ଶିବିର ଅଭିଯାନର ଶୁଭାରମ୍ଭ ହୋଇଛି । ଏହି ରକ୍ତଦାନ ଶିବିର ଅଭିଯାନ ଅଗଷ୍ଟ ୯ ତାରିଖ

କର୍ଣ୍ଣାଟକ ସ୍ୱାସ୍ଥ୍ୟମନ୍ତ୍ରୀ କରୋନାରେ ସଂକ୍ରମିତ

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବି. ଏସ୍‌ ୟେଦୁୟୁରପ୍‌ପାଙ୍କ ପରେ ଏବେ ସ୍ୱାସ୍ଥ୍ୟ ମନ୍ତ୍ରୀବି. ଶ୍ରୀରାମୁଲୁ ମଧ୍ୟ କରୋନା ସଂକ୍ରମିତ । ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି । ବି. ଶ୍ରୀରାମୁଲୁ ଏହି ସୂଚନା ନିଜେ ଟ୍ୱିଟ୍‌ କରି ଜଣାଇଛନ୍ତି । Karnataka

ଆଜି କଟକରୁ ୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ଆଜି କଟକ ସହରର ବିଭିନ୍ନ ଅଂଚଳରୁ ମୋଟ ୧୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମାଲଗୋଦାମ ବେହେରା ସାହି ଓ ଜଲୁଆ ସାହି କଣ୍ଟେନମେଣ୍ଟ ଜୋନ୍‌ରୁ ୩୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୨୧ ଜଣ

ଆଜି ରାଜଧାନୀରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀ ଭୁବନେଶ୍ୱରରୁ ୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା

ଅଭିନେତ୍ରୀ ନତାଶା ସୂରୀଙ୍କୁ କରୋନା

ଦିନକୁ ଦିନ କରୋନାଭାଇରସ ବଢିବାରେ ଲାଗିଛି । ଏଭଳି ପରିସ୍ଥିତିରେ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ କ୍ରମାଗତ ଭାବରେ ଖରାପ ଖବର ବାହାରକୁ ଆସୁଛି । ଅନେକ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଯେଉଁଥିରେ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ, ପାର୍ଥ ସମଥାନଙ୍କ

ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା

ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି

ରାଷ୍ଟ୍ରପତି ସମ୍ମାନରେ ସମ୍ମାନିତ ହେଲେ ସିନ୍ଧୋଳର ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସ

ଆଜି କ୍ରାନ୍ତି ଦିବସ । ଏହି ଅବସରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କୁ ମହାମହୀମ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି । ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ସମ୍ମାନକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି । ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ

ବିଜୟୱାଡା କୋଭିଡ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

କୋଭିଡ କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ । ରବିବାର ସକାଳେ ବିଜୟୱାଡା ସ୍ଥିତ ଏକ କୋଭିଡ କେୟାର ସେଣ୍ଟରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିଜୟୱାଡା ସିପି ଶ୍ରୀନିହାସୁଲୁ କହିଛନ୍ତି ଯେ,

ପୁଣିଥରେ ଇଡି ନିକଟରେ ହାଜର ହେବେ ରିୟା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହଡ଼ପ ମାମଲାରେ ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ରିୟା ଚକ୍ରବର୍ତ୍ତୀଙ୍କୁ ୮ ଘଣ୍ଟା ପଚରାଉଚରା କରାଯାଇଥିବା ବେଳେ ପୁଣି ସମନ ଜାରି କରାଯାଇଛି। ସୋମବାର ପୁଣି ଥରେ