Date: August 10, 2020

Total 40 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୨୩୬ ଜଣ କରୋନା ଆକ୍ରାନ୍ତ

ରାଜ୍ୟର ୨୩ଟି ଜିଲ୍ଲାରୁ ଆଜି୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୩୩,୦୨୦ରେ ପହଞ୍ଚିଛି। Another

୩୦ଜଣ ମହିଳା ନେତ୍ରୀଙ୍କୁ ଜିଲ୍ଲା ମହିଳା କମିଟିର ପ୍ରଭାରୀ ଦାୟିତ୍ୱ ଦେଲା ବିଜେଡି

ବିଜୁ ଜନତା ଦଳ (ବିଜେଡି)  ୩୦ଜଣ ମହିଳା ନେତ୍ରୀଙ୍କୁ ଜିଲ୍ଲା ମହିଳା କମିଟିର ପ୍ରଭାରୀ ବା ଇନଚାର୍ଜ ଭାବେ ନିଯୁକ୍ତ କରିଛି।  ଜିଲ୍ଲା ଦାୟିତ୍ୱରେ ଥିବା ଏହି ନେତ୍ରୀମାନେ ମୁଖ୍ୟତଃ  ସାଂଗଠନିକ କାର୍ଯ୍ୟ ତଦାରଖ କରିବେ । ଦଳର ଗଣମାଧ୍ୟମ ବ୍ୟାପାର

ଆଇପିଏଲ ୨୦୨୦ ପାଇଁ ମିଳିଲା ଭାରତ ସରକାରଙ୍କ ଅନୁମତି

ମିଳିଲା ଅନୁମତି । ଚଳିତ ବର୍ଷ ୟୁଏଇରେ ଆୟୋଜନ ହେବ ଆଇପିଏଲ । ଏଥିପାଇଁ ଭାରତ ସରକାରଙ୍କ ଠାରୁ ଅନୁମତି ପତ୍ର ମିଳିଛି ବୋଲି କହିଛନ୍ତି ଆଇପିଏଲ ପରିଚାଳନା ପରିଷଦର ଚେୟାରମ୍ୟାନ ବ୍ରିଜେଶ ପଟେଲ । ତେବେ ଏହି ଘୋଷଣା ସହ

ପୁଣିଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ରିୟା

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପୁଣି ଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ମିଡ଼ିଆ ଟ୍ରାଏଲ ବିରୋଧରେ ସେ ସୁପ୍ରିମକୋର୍ଟରେ ପହଂଚିଛନ୍ତି । ସୁଶାନ୍ତଙ୍କ ମୃତ୍ୟୁ ପାଇଁ ସେ ହିଁ ଦାୟୀ ବୋଲି ପ୍ରମାଣିତ

୭ ଜଣ ପ୍ରସିଦ୍ଧ ଶିଳ୍ପୀଙ୍କୁ ଧର୍ମପଦ ପୁରସ୍କାର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ଚିତ୍ରକଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟ ଇତ୍ୟାଦି କ୍ଷେତ୍ରରେ ସର୍ବୋଚ୍ଚ ପୁରସ୍କାର ପ୍ରଦାନ କରାଯାଇଛି । ‘ଧର୍ମପଦ’ ପୁରସ୍କାର ଭାବରେ ନାମିତ ଏହି ସମ୍ମାନ

ଆଜି ଭୁବନେଶ୍ୱରରୁ ୧୩୩ କରୋନା ପଜିଟିଭ୍‌ ଚିହ୍ନଟ

ଆଜି ଭୁବନେଶ୍ୱରରୁ ୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୦ଜଣ କୋଭିଡ ପଜିଟିଭ୍‌ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଚିହ୍ନଟ ହୋଇଥିବା ୧୩୩ଜଣଙ୍କ ମଧ୍ୟରୁ ୯୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୭ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ନେଇ

୫୬ହଜାର ଶିକ୍ଷକ ପାଇବେ ପଦୋନ୍ନତି

ରାଜ୍ୟର ୫୬ହଜାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ମିଳିବ ପଦୋନ୍ନତି । ଅଗଷ୍ଟ ଶେଷ ସୁଦ୍ଧା ପଦୋନ୍ନତି ବ୍ୟବସ୍ଥା ହେବା ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଏଥିପାଇଁ ପ୍ରତ୍ୟେକ ଜିଲ୍ଲା ପାଇଁ ଥିବା ପ୍ରିନ୍ସିପାଲ

କରୋନାକୁ ମାତ ଦେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା କରୋନା ଭାଇରସ୍‌କୁ ମାତ୍‌ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ସେ କରୋନାରୁ ସୁସ୍ଥ ହୋଇଛନ୍ତି। ଅଗଷ୍ଟ ୨ରେ ୟେଦୁରପ୍ପାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍

ସେପ୍ଟେମ୍ବର ୩୦ରୁ ଆରମ୍ଭ ହେବ ପିଜି ଏକକ ପ୍ରବେଶିକା ପରୀକ୍ଷା

ଏଣିକି ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜର ପିଜି (ସ୍ନାତକୋତ୍ତର) ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୦ରେ

ଖୁବଶୀଘ୍ର ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ନେବେ ରାଜ୍ୟ ସରକାର

ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଥିବା ବେଳେ ମନ୍ଦିର ତଥା ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା । ଇତି ମଧ୍ୟରେ ଆଜି ହାଇକୋର୍ଟ ଦୁଇଟି ପୃଥକ ଆବେଦନରେ ଶୁଣାଣି କରି ମନ୍ଦିର ଖୋଲିବା ନିଷ୍ପତ୍ତି କେବଳ

ଆପଣମାନଙ୍କ କାମ ପାଇଁ ମୁଁ ଗର୍ବିତ, ଲଢେଇ ଜାରି ରଖ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ  । ଗଞ୍ଜାମ ଜିଲ୍ଲାରେ କୋଭିଡ୍‌ ସଂକ୍ରମଣର ନିୟନ୍ତ୍ରଣ ପାଇଁ ଜିଲ୍ଲାର ସରପଞ୍ଚମାନେ ଯେଭଳି ଦକ୍ଷ