Date: September 1, 2020

Total 9 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୩,୪୮୪ ଜଣ କରୋନା ଆକ୍ରାନ୍ତ

ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଏକ ଆଶ୍ୱସ୍ତିକର ଖବର ମଧ୍ୟ ସାମ୍ନାକୁ ଆସିଛି । ଆଜି ରାଜ୍ୟରେ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । Another 3484 #COVID19 patients have recovered and

ଆଜି କଟକରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କଟକ ସହରରୁ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସରକାରୀ ସଂଗରୋଧରୁ ୬୭ ଜଣ ଓ ୫୭ ଜଣ ଘରୋଇ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି। ସେହିପରି ୭୪ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ

ଓଡ଼ିଆ ଅଭିନେତା ଅଜିତ୍‌ ଦାସଙ୍କୁ କରୋନା

ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ନେତାଙ୍କ ଠୁ ଆରମ୍ଭ କରି ଅଭିନେତା ସମସ୍ତେ କରୋନା ର କରାଳ ରେ ଗ୍ରାସ ହେଉଛନ୍ତି । ଏହାରି ମଧ୍ୟରେ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସ କରୋନା

ଆଜି ଭୁବନେଶ୍ୱରରୁ ୩୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ  ମୋଟ୍‌  ୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା  ୧୦,୭୩୨ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା  ୪୦୪୩

ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର

୧୯୮୪ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ରାଜୀବ କୁମାର ଆଜି ଦେଶର ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ଏବଂ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରଙ୍କ ସହ ନିର୍ବାଚନ

ମାସେ ବଢ଼ିଲା ସ୍ୱର୍ଗଦ୍ୱାରରେ ଶବଦାହ କଟକଣା

ପୁଣି ବଢ଼ିଲା ପୁରୀ ସ୍ୱର୍ଗଦ୍ୱାର କଟକଣା । ସ୍ୱର୍ଗଦାରରେ ଦାହ ସଂସ୍କରଣ କଟକଣାକୁ ବୃଦ୍ଧି କରାଯାଇଛି । ପୁଣି ଆଉ ମାସେ ଅର୍ଥାତ ସେପ୍ଟେମ୍ବର ୩୦ ଯାଏଁ ଏହି କଟକଣାକୁ ବଢ଼ାଇଛନ୍ତି ଜିଲ୍ଳାପାଳ । ପୁରୀ ଜିଲ୍ଲା ବାହାର ଲୋକଙ୍କୁ ଶବ

ଆଜି ରାଜ୍ୟରୁ ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Regret to inform the demise

ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ।

ଗୋଟିଏ ଦିନରେ ରାଜ୍ୟରେ ୩୦୨୫ ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୩୦୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୧୮୧ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୬ ହଜାର ୫୬୧କୁ