Date: September 3, 2020

Total 14 Posts

ଆଜି ରାଜଧାନୀରୁ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଆଜି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ । ସଂଗରୋଧରୁ ୨୨୧ ଜଣ ଓ ସ୍ଥାନୀୟ ସଂକ୍ରମଣ ଯୋଗୁଁ ୩୫୯ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୨୭୮ଜଣ କରୋନା ଆକ୍ରାନ୍ତ

ଖୋର୍ଦ୍ଧା ଜିଲ୍ଲାରେ ୫୧୧ ଜଣଙ୍କ ସମେତ ରାଜ୍ୟରୁ ଆଜି ୩୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ ସୁସ୍ଥ

କଟକ-ଖୋର୍ଦ୍ଧାରେ କୋଭିଡ ରଣନୀତିକୁ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିସ୍ଥିତି ସହିତ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରି ଜୀବିକା ସୃଷ୍ଟି ଉପରେ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟରେ କୋଭିଡ ପରିସ୍ଥିତି ଜାତୀୟସ୍ତର

ବିଶ୍ୱବିଦ୍ୟାଳୟ ଓ କଲେଜର ପରୀକ୍ଷା ପାଇଁ ଏସ୍‌ଓପି ଜାରି

କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ

ରାଜ୍ୟରେ ନୌକା-ବିହାର ପର୍ଯ୍ୟଟନ ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

କୋଭିଡ୍ ପ୍ରଭାବିତ ପର୍ଯ୍ୟଟନ ଶିଳ୍ପକୁ ପୁନଃ ଚଳଚଞ୍ଚଳ କରିବା ନିମନ୍ତେ  ରାଜ୍ୟରେ ନୌକା-ବିହାର  ପର୍ଯ୍ୟଟନ ( ରିଭର କ୍ରୁଇସ୍ ) ଆରମ୍ଭ କରିବାକୁ  ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ୍ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି । ପର୍ଯ୍ୟଟନ ବିଶେଷଜ୍ଞ ଏବଂ  ଏହି

ଫର୍ଚୁନ ପତ୍ରିକାରେ ରିଲାଏନ୍ସ ଜିଓର ନିର୍ଦ୍ଦେଶକ ଆକାଶ ଅମ୍ବାନୀ ଓ ଇଶା ଅମ୍ବାନୀ

ତିଷ୍ଠିତ ଫର୍ଚୁନ ପତ୍ରିକାରେ ସ୍ଥାନ ପାଇଛନ୍ତି ରିଲାଏନ୍ସ ଜିଓର ନିର୍ଦ୍ଦେଶକ ଆକାଶ ଅମ୍ବାନୀ ଓ ଇଶା ଅମ୍ବାନୀ। ପତ୍ରିକା ପକ୍ଷରୁ ୪୦ ବର୍ଷରୁ କମ ବୟସ ବର୍ଗରେ ବିଶ୍ୱର ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କୁ ନେଇ ପ୍ରକାଶ କରାଯାଇଥିବା ତାଲିକାରେ ଏ ଦୁଇ ଜଣଙ୍କ

ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବସିବ ବିଧାନସଭା ଅଧିବେଶନ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଏହି ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା ଅଧିବେଶନ ବସିଛି। ଲୋକସଭା ବାଚସ୍ପତି ଓ ସଚିବଙ୍କ ସହ ଏନେଇ କଥା ହୋଇଛି।

ଆଜି ରାଜ୍ୟରେ ୩୬୩୧ ନୂଆ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୪୧୭ଟି ହେଉଛି ଲୋକାଲ୍ କେସ୍‌।

ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ

କରୋନା ରାଜ୍ୟରେ ତାର କାୟା ବିସ୍ତାର କରିସାରିଲେଣି । ଏହି ପରିସ୍ଥିତିରେ ରାଜନେତାଠାରୁ ଆରମ୍ଭ କରି କଳାକାର, ସାଧାରଣ ଜନତା କେହି ବର୍ତ୍ତୁ ନାହାନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ

୫ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆଜି ଯୁକ୍ତ୨ କଳା

ଆଜି ରାଜ୍ୟରୁ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୮ ଜୀବନ ନେଲା କରୋନା। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨ ରେ ପହଞ୍ଚିଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Regret to inform the demise of