Date: September 5, 2020

Total 10 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୪୪୩ଜଣ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Another 3443 #COVID19 patients have recovered and are being discharged on 05.09.2020

ଆଜି କଟକରୁ ୧୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କଟକ ସହରରୁ ୧୮୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୦୭ ଜଣ ସଂଗରୋଧରୁ ରହିଥିବା ବେଳେ ବାକି ୭୭ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା

ଆଜି ଭୁବନେଶ୍ୱରରୁ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀର ବିଭିନ୍ନ ଅଂଚଳରୁ ଆଜି ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୪୨ ଜଣ ଓ ସ୍ଥାନୀୟ ଅଂଚଳରୁ ୧୬୭ ଜଣ ଆକ୍ରାନ୍ତ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସ୍ୱାମୀ ଅନୁଭବ ମହାନ୍ତିଙ୍କ ନାମରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ

ଓଲିଉଡ୍‌ ସୁପର୍‌ଷ୍ଟାର୍‌ ତଥା ବିଜେଡ଼ି ସାଂସଦ ଅନୁଭବ ମହାନ୍ତିଙ୍କ ନାମରେ ନିର୍ଯାତନା ଅଭିଯୋଗ ଆଣି ଅଦାଲତର ଦ୍ୱାରସ୍ଥ ହୋଇଛନ୍ତି ପତ୍ନୀ ତଥା ଓଲିଉଡ୍‌ର ସୁପରିଚିତା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ସେ କଟକ ଏସ୍‌ଡିଜେଏମ୍‌  ଅଦାଲତରେ ସ୍ୱାମୀ ଅନୁଭବଙ୍କ ନାମରେ ନିର୍ଯାତନା ଅଭିଯୋଗ

ପ୍ରକାଶ ପାଇଲା +୨ କଳା ପରୀକ୍ଷା ଫଳ : ପାସ ହାର ୬୭.୫୬%

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପରୀକ୍ଷା ଫଳ ପୁସ୍ତିକା‌ ପ୍ରକାଶ କରିଛନ୍ତି। ଯୁକ୍ତ ୨ କଳା ପରୀକ୍ଷାରେ

କରୋନା ନେଲା ପୁଣି ୭ ଜୀବନ

ରାଜ୍ୟରେ ଆଜି ୩୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ

ଆଜି ରାଜ୍ୟରେ ୩୫୪୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୩୫୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୬୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୨ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୨୦ ହଜାର ୨୨୧କୁ

ଛତିଶଗଡରେ ଓଡିଆ ଶ୍ରମିକ ବସ୍ ଦୁର୍ଘଟଣା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଛତିଶଗଡ଼ ଛେରିଖେଡ଼ି ସଡ଼କ ଦୁର୍ଘଟଣାରେ ଗଞ୍ଜାମ ଜିଲ୍ଲାର ୭ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ

ପୂର୍ବତନ ତିର୍ତ୍ତୋଲ ବିଧାୟକଙ୍କ ପରଲୋକ

ଆଉ ନାହାନ୍ତି ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇ । ଗତକାଲି ତାଙ୍କର ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୪

ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରଟ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ; ୭ ମୃତ

ଓଡ଼ିଶାର ଗଞ୍ଜାମରୁ ଗୁଜରାଟକୁ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୭ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଗଞ୍ଜାମରୁ ଗୁଜରାଟକୁ ଯାଉଥିବା ବସର ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଏହାଫଳରେ ଘଟଣାସ୍ଥଳରେ ୬