Date: September 6, 2020

Total 8 Posts

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୯୦ଜଣ କରୋନା ଆକ୍ରାନ୍ତ

କଟକ ଜିଲ୍ଲାରୁ ୪୩୧ ଜଣଙ୍କ ସମେତ ରାଜ୍ୟରେ ଆଜି ୩୦ଟି ଜିଲ୍ଲାରୁ ୨୫୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ

ଅର୍ଜୁନଙ୍କ ପରେ ମଲାଇକା କରୋନା ପଜିଟିଭ

ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ପରେ ମଲାଇକା ଅରୋରା ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାର ସୂଚନା ଅଭିନେତ୍ରୀଙ୍କ ଭଉଣୀ ଅମୃତା ଆରୋରା ସେୟାର କରିଛନ୍ତି। ଏହାର କିଛି ସମୟ ପୂର୍ବରୁ ଅର୍ଜୁନ କପୁର ମଧ୍ୟ ସୋସିଆଲ ମିଡିଆ

ଆଜି ଭୁବନେଶ୍ୱରରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ଟପିଛି। ବିଭିନ୍ନ ଅଂଚଳରୁ ଆଜି ୪୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୦୫ ଜଣ ଓ ସ୍ଥାନୀୟ ଅଂଚଳରୁ ୨୭୮ ଜଣ ଆକ୍ରାନ୍ତ ଅଛନ୍ତି। ଭୁବନେଶ୍ୱର

ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କୁ କରୋନା

ବଲିଉଡ ଅଭିନେତା ଅର୍ଜୁନ କପୁର କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଅଭିନେତାଙ୍କ କରୋନା ଭାଇରସ୍ ପରୀକ୍ଷା ରିପୋର୍ଟ ପଜିଟିଭ ହୋଇଥିବାବେଳେ ଅର୍ଜୁନ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ଏହା ବିଷୟରେ ସୂଚନା ଦେଇଛନ୍ତି। ଅଭିନେତାଙ୍କର କରୋନାଭାଇରସର କୌଣସି ଲକ୍ଷଣ ନାହିଁ

ପ୍ରେସ୍ ବିଜ୍ଞପ୍ତି ଜାରି କରି ନିଜ ପକ୍ଷ ରଖିଲେ ଅନୁଭବ

କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲା ଏବେ କୋର୍ଟରେ ପହଞ୍ଚିଲାଣି। ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦକୁ ନେଇ କୋର୍ଟରେ ଲଢେଇ ଜାରି ରହିଛି। ଏହାର ଭିତରେ ସାଂସଦ ଅନୁଭବ ପ୍ରେସ ବିବୃତ୍ତି ଜରିଆରେ ନିଜ ପକ୍ଷ

ଘୋଷଣା ହେଲା ଆଇପିଏଲ ଖେଳସୂଚୀ, ଚେନ୍ନାଇ-ମୁମ୍ବାଇ ପ୍ରଥମ ମ୍ୟାଚ

ଘୋଷଣା ହେଲା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୦ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ । ଆଇପିଏଲର ୧୩ ତମ ସିଜନ ୧୯ ସେପ୍ଟେମ୍ବରରୁ ଆବୁଧାବିରେ ଆରମ୍ଭ ହେବ । ଉଦ୍‌ଘାଟନୀ ମ୍ୟାଚ୍ ଗତ ଥର ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରନର୍ସ

ଆଜି ରାଜ୍ୟରୁ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଜି ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୋଟ କରୋନା ମୃତ୍ୟୁସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। Regret to inform

ଆଜି ରାଜ୍ୟରେ ୩୮୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ; ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଆଜି ରାଜ୍ୟରେ ୩୮୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୮୬ ଓ ସ୍ଥାନୀୟ ଅଞ୍ଚଳରୁ ୧୫୨୪ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୨୪ ହଜାର ୩୧କୁ