Date: September 10, 2020

Total 8 Posts

ଆଜି ରାଜ୍ୟରେ ଆରୋଗ୍ୟ ଲାଭ କଲେ ୨୭୦୬ କରୋନା ଆକ୍ରାନ୍ତ

ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୭୦୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । 20 from Kandhamal 18 from Gajapati 17 from

ଆଜି ଭୁବନେଶ୍ୱରରେ ଆଉ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୬୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। Update on newly detected & cured #COVID19 cases in the last 24

ପୂଜା ପାଇଁ ଆସିଲା ନିର୍ଦ୍ଦେଶାବଳୀ; ଏସଆରସିଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ପାର୍ବଣ ଋତୁ ଆରମ୍ଭରେ ହିଁ ସବୁଠି ଆରମ୍ଭ ହୋଇଯାଇଛି ପୂଜା ପ୍ରସ୍ତୁତି । ସେପଟେ ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଦୁର୍ଗା ପୂଜା, କାଳୀ ପୂଜା ଏବଂ ଲକ୍ଷ୍ମୀ ପୂଜା ପାଇଁ ଓଡ଼ିଶା ସରକାର ନିର୍ଦ୍ଦେଶାବଳୀ ଜାରି

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନିଟ-୨୦୨୦ ପରୀକ୍ଷା ଗାଇଡଲାଇନ୍ ଜାରି

ଆସନ୍ତା ୧୩ ତାରିଖରେ ଆୟୋଜିତ ହେବ ନିଟ-୨୦୨୦ ପରୀକ୍ଷା । ତେବେ କରୋନା କାଳରେ ଏହି ପରୀକ୍ଷା ପରିଚାଳନା ନିମେନ୍ତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି ହୋଇଛି । ‘ଅଲ୍ ଇଣ୍ଡିଆ ମେଡିକାଲ୍ ଏଣ୍ଟ୍ରାନ୍ସ୍‌ ଏକ୍ଜମିନେସନ୍-୨୦୨୦’ ଦେବାକୁ

କଙ୍ଗନାଙ୍କ ବିରୋଧରେ ଏଫଆଇଆର ରୁଜୁ

ଥମିବାର ନାଁ ନେଉନାହିଁ କୁଇନ କଙ୍ଗନା ରଣାୱତଙ୍କ ବିବାଦ । ବୁଧବାର ଅନେକ ଡ୍ରାମା ପରେ ଗୁରୁବାର ତାଙ୍କ ବିରୋଧରେ ପୋଲିସ ଅଭିଯୋଗ ହୋଇଛି । ସୋସିଆଲ ମିଡିଆରେ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ଅପମାନଜନକ ବୟାନ ଦେଇ

ଦେଶରେ କରୋନା ଭ୍ୟାକସିନ୍ ପରୀକ୍ଷଣ ସ୍ଥଗିତ

ଦେଶରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହା ମଧ୍ୟରେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଯେ ସାଧାରଣ ଲୋକଙ୍କ ପାଖରେ କରୋନା ଭ୍ୟାକସିନ୍ କେବେ ପହଞ୍ଚିବ। କିନ୍ତୁ ଏବେ ଭ୍ୟାକସିନକୁ ନେଇ ଆସିଛି ଆସିଛି ଦୁଃଖଦ ଖବର। ଭାରତରେ

ରାଜ୍ୟରେ ଦିନକରେ ଗଡିଲା ୧୧ ମୁଣ୍ଡ

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କୁ ମିଶାଇ ଓଡ଼ିଶାରେ ମୋଟ କରୋନା ଜନିତ  ମୃତ୍ୟୁ ସଂଖ୍ୟା ୫୯୧ ରେ ପହଞ୍ଚିଛି ।  ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ

ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ, ଦିନକରେ ୩୯୯୧ ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୩୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୩୧୫ ଓ ସ୍ଥାନୀୟ ଅଞ୍ଚଳରୁ ୧୬୭୬ ଆକ୍ରାନ୍ତ ଅଛନ୍ତି। ଏହା