Date: September 13, 2020

Total 6 Posts

ଆଜି ରାଜ୍ୟରେ ୩୩୬୩ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୩୩୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୬୪୨କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ

ଆଜି ରାଜଧାନୀରୁ ଚିହ୍ନଟ ହେଲେ ୩୯୫ କରୋନା ଆକ୍ରାନ୍ତ

ରାଜଧାନୀ ଭୁବନେଶ୍ୱରରେ ଆଜି ୩୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରେ ସରକାରୀ ସଂଗରୋଧରୁ ୧୧୬ ଜଣ ଥିବା ବେଳେ ଅନ୍ୟ ୨୭୯ ଜଣ ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆକ୍ରାନ୍ତ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ

ଓଲିଉଡ ଅଭିନେତା ଅଜିତ ଦାସଙ୍କ ପରଲୋକ

ଓଲିଉଡ ଭେଟେରାନ ଅଭିନେତା ଅଜିତ ଦାସଙ୍କ ଦେହାନ୍ତ । ମୃତ୍ୟୁ ବେଳକୁ ତାଙ୍କୁ ୭୧ବର୍ଷ ହୋଇଥିଲା । ସେ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇ ଭୁବନେଶ୍ୱରରେ ଏକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି

ରାଜ୍ୟରେ ଚିନ୍ତା ବଢାଉଛି କରୋନା, ଗୋଟିଏ ଦିନରେ ୩୯୧୩ ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୩୯୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୨୩୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ

ରାଜ୍ୟରେ ପୁଣି କରୋନା ନେଲା ୧୦ ଜୀବନ, ମୃତ୍ୟୁ ସଂଖ୍ୟା ୬୨୬

ଆଜି ୧୦ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୃତକଙ୍କ ସଂଖ୍ୟା ୬୨୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the demise of Ten #COVID19 positive

ବିଗିଡିଲା ସ୍ୱାସ୍ଥ୍ୟ, ଏମ୍ସରେ ପୁଣି ଭର୍ତ୍ତି ହେଲେ ଅମିତ ଶାହା

ଗୃହମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀର ଏମ୍ସରେ ଭର୍ତ୍ତି ହୋଇଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ରାତି ପ୍ରାୟ ୧୧ ସମୟରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ବିଳମ୍ବିତ ରାତିରେ ଗୃହମନ୍ତ୍ରୀ ନିଶ୍ୱାସ ଓ ପ୍ରଶ୍ୱାସ ନେବାରେ ଅସୁବିଧା