Date: September 14, 2020

Total 3 Posts

ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୪,୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୪୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୭୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୫୫ହଜାର ୫କୁ ବୃଦ୍ଧି

ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ

ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform of the demise

ସମୀର ମହାନ୍ତିଙ୍କୁ କରୋନା

ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ମିଳିଛି। ଏଥିଲାଗି ତାଙ୍କୁ ଗତ ରାତିରେ ଭୁବନେଶ୍ୱରର ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି। Due to symptoms of Corona, I went for the test and