Category: ଦେଶ- ବିଦେଶ

Total 3929 Posts

ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର

୧୯୮୪ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ରାଜୀବ କୁମାର ଆଜି ଦେଶର ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ଏବଂ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରଙ୍କ ସହ ନିର୍ବାଚନ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ୮୪ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଦୀର୍ଘ ଦିନ ହେବ ସେ କୋମାରେ ଥିଲେ । ନୂଆଦିଲ୍ଲୀ

ମୋଦିଙ୍କ ମନ କି ବାତ୍; ଭାରତକୁ ଖେଳନା ହବ୍‌ କରିବାକୁ ଲକ୍ଷ୍ୟ

ଆଜି ମନ କି ବାତର ୬୮ ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି ଭାରତୀୟମାନେ ଅଭିନବ ତଥା ସମାଧାନ କରିବାର କ୍ଷମତାରେ ବିଶ୍ୱାସ କରନ୍ତି । ଆତ୍ମନିର୍ଭରଶୀଳ ଭାରତ ପାଇଁ ସ୍ଥାନୀୟ ଖେଳନା

କେନ୍ଦ୍ର ସରକାର ପକ୍ଷରୁ ‘ଅନ୍‌ଲକ୍‌-୪’ର ଗାଇଡଲାଇନ୍ ଜାରି

କେନ୍ଦ୍ରସରକାର ଆଜି ଅନ୍‌ଲକ୍-୪ ଗାଇଡଲାଇନ୍ ‌ଜାରି କରିଛନ୍ତି। ଆସନ୍ତା ଅଗଷ୍ଟ ୩୧ ତାରିଖରେ ଅନ୍‌ଲକ୍‌-୩ର ସମୟ ସୀମା ଶେଷ ହେଉଥିବା ବେଳେ ଆଜି କେନ୍ଦ୍ର ଗୃହ ଗୃହମନ୍ତ୍ରାଳୟ ଅନ୍‌ଲକ୍‌-୪ର ଗାଇଡଲାଇନ୍‌ ଘୋଷଣା କରିଛନ୍ତି। କଣ୍ଟେନମେଣ୍ଟ ଜୋନ ମଧ୍ୟରେ ଏହି ଅନଲକ-୪ ଗାଇଡଲାଇନ୍

ସୁସ୍ଥ ହେଲେ ଗୃହମନ୍ତ୍ରୀ ଅମିତ ଶାହା

ସୁସ୍ଥ ହେଲେ ଗୃହମନ୍ତ୍ରୀ ଅମିତ ଶାହା । ଅଳ୍ପ ସମୟ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବାର ସମ୍ଭାବନା ରହିଛି। ତାଙ୍କୁ କୋରୋନା ପରବର୍ତ୍ତୀ ଚିକିତ୍ସା ପାଇଁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା । ଏନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି

ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ

ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଶୁକ୍ରବାର ଇସ୍ତଫା ଦେଇଛନ୍ତି । ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ଗୋଟିଏ ସପ୍ତାହରେ ସେ ଦୁଇ ଦୁଇ ଥର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଯୋଗୁଁ ସେ

ସୋନିଆଙ୍କ ବୈଠକରେ ନିଷ୍ପତ୍ତି: NEET-JEE ବିରୁଦ୍ଧରେ ସୁପ୍ରିମକୋର୍ଟ ଯିବେ ୭ ରାଜ୍ୟ

ସମସ୍ତ ବାଦ ବିବାଦ ଓ ମନମାଳିନ୍ୟକୁ ପଛରେ ପକାଇ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଏହି ବୈଠକରେ ଜିଏସଟି ଏବଂ NEET-JEE ପରୀକ୍ଷା ଉପରେ ଆଲୋଚନା ହୋଇଛି । ପରୀକ୍ଷା

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନା ସଂକ୍ରମିତ

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି, ମୁଁ ମୋର

ଡିସେମ୍ବର ୩୧ ଯାଏଁ ଗାଡି କାଗଜପତ୍ର ଅବଧି ବଢିଲା

ପୁଣି ବଢିଲା ଗାଡି ଡକ୍ୟୁମେଣ୍ଟ ଭ୍ୟାଲିଡିଟି ଅବଧି । ମହାମାରୀ କରୋନା ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ପୁଣି ଥରେ କେନ୍ଦ୍ର ସରକାର ଏହି ଅବଧିକୁ ବୃଦ୍ଧି କରିଛନ୍ତି । ଏହି ଅବଧି ଡିସେମ୍ବର ୩୧ ତାରିଖ ଯାଏ ବୈଧ

ନୂଆ ଶିକ୍ଷା ନୀତି: ସବୁ ରାଜ୍ୟକୁ ଚିଠି ଲେଖିଲା ଶିକ୍ଷା ମନ୍ତ୍ରାଳୟ

ନୂଆ ଶିକ୍ଷା ନୀତି ଲାଗୁ କରିବା ନେଇ ସବୁ ରାଜ୍ୟକୁ ଚିଠି ଲେଖିଲା ଶିକ୍ଷା ମନ୍ତ୍ରାଳୟ । ଶିକ୍ଷା ମନ୍ତ୍ରାଳୟ ସଚିବ ଚିଠି ଲେଖିବା ସହ ଅଧ୍ୟାପକଙ୍କୁ ପରାମର୍ଶ ମଧ୍ୟ ମାଗିଛନ୍ତି । ଏନ୍‌ସିଇଆର୍‌ଟିର ବିଶେଷଜ୍ଞ ଟିମ୍ ପରାମର୍ଶଗୁଡିକର ସମୀକ୍ଷା କରିବେ

ସୋସିଆଲ ମିଡିଆରେ ଚର୍ଚ୍ଚାରେ ମୋଦିଙ୍କ ମୟୂର ପ୍ରେମ

ୟୁଟ୍ୟୁବ୍ ଓ ଇନଷ୍ଟାଗ୍ରାମରେ ଭାଇରାଲ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓ । ଯେଉଁଥିରେ ପ୍ରଧାନମନ୍ତ୍ରୀ ନିଜ ହାତରେ ମୟୂରକୁ ଖାଇବାକୁ ଦେଉଛନ୍ତି । ଆଉ ମୟୂରଟି ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ହାତରୁ ବେଶ୍ ଆରାମରେ ଖାଉଛି । ପ୍ରକୃତରେ ଏହି