Category: ମୋ ଓଡ଼ିଶା

Total 5672 Posts

ରାଜ୍ୟରେ ପୁଣି କରୋନା ନେଲା ୧୦ ଜୀବନ, ମୃତ୍ୟୁ ସଂଖ୍ୟା ୬୨୬

ଆଜି ୧୦ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୃତକଙ୍କ ସଂଖ୍ୟା ୬୨୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the demise of Ten #COVID19 positive

ଆଜି ରାଜ୍ୟରେ ୩୨୧୭ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଖୋର୍ଦ୍ଧା ଜିଲ୍ଲାରୁ ୬୪୭ ଜଣଙ୍କ ସମେତ ରାଜ୍ୟରୁ ଆଜି ୩ ହଜାର ୨୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୫ ହଜାର

ଆଜି ରାଜଧାନୀରୁ ବାହାରିଲେ ୪୮୦ ପଜିଟିଭ

ରାଜଧାନୀ ଭୁବନେଶ୍ୱରରେ ଆଜି ୪୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ ସରକାରୀ ସଂଗରୋଧରୁ ୧୮୨ ଜଣ ଥିବା ବେଳେ ଅନ୍ୟ ୨୯୮ ଜଣ ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆକ୍ରାନ୍ତ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ

ଆଜି ରାଜ୍ୟରୁ ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଆଜି ରାଜ୍ୟରେ କରୋନାରେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the demise of

ରାଜ୍ୟରେ ବେକାବୁ କରୋନା, ଦିନକରେ ୩୭୭୭ ଆକ୍ରାନ୍ତ

ଆଜି ରାଜ୍ୟରେ ୩୭୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୪୬ ହଜାର ୮୯୪କୁ

ଆଜି ରାଜ୍ୟରେ ସର୍ବାଧିକ ସୁସ୍ଥ ହେଲେ ୪୦୬୧ କରୋନା ଆକ୍ରାନ୍ତ

କରୋନା ଭାଇରସ ମହାମାରୀ ନେଇ ରାଜ୍ୟବାସୀଙ୍କ ପାଇଁ ଆଜି ଭଲ ଖବର ଆସିଛି। କୋଭିଡ ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ଆଜି ଗୋଟିଏ ଦିନରେ ସର୍ବାଧିକ ୪ ହଜାର ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ

‘ଗରିମା’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ସଫେଇ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଗରିମା’ ନାମରେ ଏକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ସେପ୍‌ଟିକ୍ ଟାଙ୍କି ତଥା ଅନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ୱାରା ଉପକୃତ

୩୦୦ କୋଟିର ବନ୍ୟା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗତ ଅଗଷ୍ଟ ମାସର ଶେଷ ସପ୍ତାହରେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଥିବା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ବନ୍ୟା ଯୋଗୁଁ ୩୩

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ଆକ୍ରାନ୍ତ

ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏହା ଫଳରେ ୬ ଶହ ଟପିଛି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ

ଆଜି ରାଜ୍ୟରେ ୩୯୯୬ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୩୯୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୩୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୭ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୪୩ ହଜାର ୧୧୭କୁ

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁଙ୍କୁ କରୋନା

ଓଡ଼ିଶାର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତ। ସେ ଘରେ ବିଚ୍ଛିନ୍ନ ଅଛନ୍ତି ଏବଂ ତାଙ୍କ ଅବସ୍ଥା ସ୍ଥିର ଅଛି ବୋଲି ସୂଚନା ଦେଇ ମନ୍ତ୍ରୀ ଟୁଇଟ୍ କରିଛନ୍ତି।