Friday, April 26, 2024
30.3 C
Odisha

    ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ, ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ମୋଦୀ

    ଆଗକୁ ପଢନ୍ତୁ

    ମିଶନ ଦିବ୍ୟାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆରଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୋମବାର ଅପରାହ୍ନରେ ଟୁଇଟ୍ କରି ମୋଦୀ ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ମୋଦୀ ଲେଖିଛନ୍ତି, ମିଶନ ଦିବ୍ୟାସ୍ତ୍ର ପାଇଁ ଡିଆରଡିଓ ବୈଜ୍ଞାନିକଙ୍କ ଉପରେ ଆମର ଗର୍ବ । ଏମଆଇଆରଭି ଜ୍ଞାନକୌଶଳ ସହ ନିର୍ମାଣ ହେଇଥିବା ଏହି ମିସାଇଲର ସଫଳ ପରୀକ୍ଷଣ ହେଇଛି । ସ୍ୱଦେଶୀ ରୂପେ ବିକଶିତ ହେଇଥିବା ଅଗ୍ନି-୫ ମିସାଇଲର ପ୍ରଥମ ଉଡାଣ ସଫଳ ହେଇଛି ବୋଲି ମୋଦୀ ଟୁଇଟ୍ କରି ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.3 ° C
    30.3 °
    30.3 °
    49 %
    2.2kmh
    17 %
    Fri
    31 °
    Sat
    43 °
    Sun
    43 °
    Mon
    44 °
    Tue
    45 °

    ସମ୍ବନ୍ଧିତ